English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 70 Verses

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ । ହେ ପରମେଶ୍ଵର, ମୋତେ ଉଦ୍ଧାର କରିବା ପାଇଁ ସତ୍ଵର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ଵର ହୁଅ ।
2 ମୋହର ପ୍ରାଣ ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ ।
3 ଯେଉଁମାନେ ହଁ, ହଁ ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ ।
4 ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ପରମେଶ୍ଵର ମହିମାନ୍ଵିତ ହେଉନ୍ତୁ ବୋଲି ନିରନ୍ତର କହୁନ୍ତୁ,
5 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ଵର, ମୋʼ ପକ୍ଷରେ ସତ୍ଵର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ଵ କର ନାହିଁ ।
×

Alert

×